ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି-୫ମୀ ପ୍ରାତଃ ୦୭.୫୭ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନିଶାନ୍ତ ୦୪.୪୨ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ।
ମୂଳା- ଶରୀରର ନିମ୍ନାଂଶରେ କିଛି ସମସ୍ୟା ଦେଖାଦେଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମି ମାନେ ବିରୋଧ କରିପାରନ୍ତି
ପୂ, ଷାଢା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ୟ୍ୟ କରିବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ
ଉ, ଷାଢା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩