ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି-୫ମୀ ପ୍ରାତଃ ୦୭.୫୭ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନିଶାନ୍ତ ୦୪.୪୨ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ।
ଉ, ଷାଢା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି।
ଶ୍ରବଣା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ରାଜନୈତିକ ସାହାର୍ୟ୍ୟର ସହଯୋଗ ମିଳିବ । ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇ ପାରନ୍ତି ।
ଧନିଷ୍ଠା- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ ଜ୍ଝ ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮