Advertisment

Daily Horoscope 29th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

author-image
Tapaswini Nayak
Daily Horoscope 29th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...
ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଯିବ। ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ। ବ୍ୟବସାୟରେ ପରିବର୍ତନ ଆଣିବା ସହିତ କିଛି ନୂତନ ବ୍ୟବସାୟ ମଧ୍ୟ ଆରମ୍ଭ କରିପାରନ୍ତି।