• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର ତିଥି –୨ୟା ଦିବା ୦୩/୨୦ ଗତେ ୩ୟା ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ୨ ପାଦ -ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ଦିବା ୦୩/୨୦ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୧/୦୩ ପର୍ଯ୍ୟନ୍ତ ।

Taurus

ବୃଷ

Monday 29 Aug 2022

କୃତିକା - ବାପା , ମାଙ୍କ ପରାମର୍ଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ

ରୋହିଣୀ- ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ

ମୃଗଶିରା – ଦାମ୍ପତ୍ୟ ଜୀବନ ପ୍ରିତିକର ହେବ

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :