• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର ତିଥି –୨ୟା ଦିବା ୦୩/୨୦ ଗତେ ୩ୟା ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ୨ ପାଦ -ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ଦିବା ୦୩/୨୦ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୧/୦୩ ପର୍ଯ୍ୟନ୍ତ ।

Pisces

ମୀନ

Monday 29 Aug 2022

ପୂ , ଭାଦ୍ରପଦ - ଲୋକଙ୍କୁ ନିଜ ଯୋଜନାରେ ସହମତ କରାଇ ନେବେ

ଉ , ଭଦ୍ରପଦ - ଅଫିସ୍‌ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ

ରେବତୀ – ଧନଲାଭର ସୁଯୋଗ ପାଇବେ

ପ୍ରତିକାର –ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :