Daily Horoscope 29th August 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1661742868-151955.jpg)
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର ତିଥି –୨ୟା ଦିବା ୦୩/୨୦ ଗତେ ୩ୟା ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ୨ ପାଦ -ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ଦିବା ୦୩/୨୦ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୧/୦୩ ପର୍ଯ୍ୟନ୍ତ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
