ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର ତିଥି –୨ୟା ଦିବା ୦୩/୨୦ ଗତେ ୩ୟା ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ୨ ପାଦ -ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ଦିବା ୦୩/୨୦ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୧/୦୩ ପର୍ଯ୍ୟନ୍ତ ।
ମୃଗଶିରା - ଅଜଥା କଥା ଠାରୁ ନିଜକୁ ଦୂରେଇ ରଖନ୍ତୁ
ଆଦ୍ରା – ସାଙ୍ଗ ସାଥି ମାନଙ୍କ ପାଇଁ ଅଧିକ ଖର୍ଚ୍ଚ କରି ପାରନ୍ତି
ପୁନର୍ବସୁ - ଅଫିସ୍ କାମରେ ବ୍ୟସ୍ତ ରହିବେ
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଈକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୪