• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର ତିଥି –୨ୟା ଦିବା ୦୩/୨୦ ଗତେ ୩ୟା ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ୨ ପାଦ -ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ଦିବା ୦୩/୨୦ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୧/୦୩ ପର୍ଯ୍ୟନ୍ତ ।

Cancer

କର୍କଟ

Monday 29 Aug 2022

ପୁନର୍ବସୁ – ବୈବାହିକ ଜୀବନ ଖୁସିରେ ପୂର୍ଣ୍ଣ ରହିବ

ପୁଷ୍ୟା – ରାଜନିତିରେ ବଡ ଦାୟିତ୍ୱ ନେଇ ସଫଳତା ହାସଲ କରିବେ

ଅଶ୍ଳେଷା - ଆପଣଙ୍କ ମନ ପ୍ରସନ୍ନ ରହିବ

ପ୍ରତିକାର – ମନ୍ଦିରରେ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :