ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର ତିଥି –୨ୟା ଦିବା ୦୩/୨୦ ଗତେ ୩ୟା ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ୨ ପାଦ -ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ଦିବା ୦୩/୨୦ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୧/୦୩ ପର୍ଯ୍ୟନ୍ତ ।
ମଘା – ଅଫିସ୍ରେ ପରିବେଶ ଅନୁକୂଳ ରହିବ
ପୂ , ଫାଲଗୁନୀ - ଶୁଭ ଖବର ମିଳିବା ଯୋଗୁ ପରିବାରରେ ଖୁସିର ପରିବେଶ ରହିବ
ଉ ,ଫାଲଗୁନୀ – ଲୋକଙ୍କୁ ନିଜ ଯୋଜନାରେ ସହମତ କରାଇ ନେବେ
ପ୍ରତିକାର – ଶ୍ରୀ ରାମଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧