• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର ତିଥି –୨ୟା ଦିବା ୦୩/୨୦ ଗତେ ୩ୟା ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ୨ ପାଦ -ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ଦିବା ୦୩/୨୦ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୧/୦୩ ପର୍ଯ୍ୟନ୍ତ ।

Scorpio

ବିଛା

Monday 29 Aug 2022

ବିଶାଖା – ଜରୁରୀ କାମରେ ଜୀବନ ସାଥିଙ୍କ ପରାମର୍ଶ ନେଲେ ଭଲ

ଅନୁରାଧା – ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି

ଜ୍ୟେଷ୍ଠା – ମହିଳା ମାନେ ଜିନିଷ କିଣିବାରେ ମନ ନିବେଶ କରିବେ

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :