ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର ତିଥି –୨ୟା ଦିବା ୦୩/୨୦ ଗତେ ୩ୟା ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ୨ ପାଦ -ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ଦିବା ୦୩/୨୦ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୧/୦୩ ପର୍ଯ୍ୟନ୍ତ ।
ମୂଳା – ପରିବାରରେ ସମସ୍ତଙ୍କୁ ସାହାଯ୍ୟ କରିବାରେ ସଫଳ ହେବେ
ପୂ , ଷାଢା – ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ ପାଇବେ
ଉ , ଷାଢା – ବ୍ୟବସାୟରେ ଲାଭ ହେବ
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩