ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର ତିଥି –୨ୟା ଦିବା ୦୩/୨୦ ଗତେ ୩ୟା ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ୨ ପାଦ -ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ଦିବା ୦୩/୨୦ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୧/୦୩ ପର୍ଯ୍ୟନ୍ତ ।
ଉ , ଷାଢା - ଆପଣଙ୍କ ଜରୁରୀ କାମ ସପୂର୍ଣ୍ଣ ହେବ
ଶ୍ରବଣା – ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି
ଧନିଷ୍ଠା –ଛାତ୍ରୀଙ୍କ ପାଇଁ ଦିନଟି ଲାଭ ପ୍ରଦ ହେବ
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮