• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2023: ଏହି ରାଶିର ବ୍ୟକ୍ତି ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୩ଶୀ ଦିବା ୦୨.୪୮ ଗତେ ୧୪ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aries

ମେଷ

Tuesday 29 Aug 2023

ଅଶ୍ୱନୀ- ବନ୍ଧୁ ଓ ପରିବାର ମଧ୍ୟରେ ହସ ଖୁସିରେ ସମୟ ଅତିବାହିତ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ ।

ଦ୍ୱିଜା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରୀକ୍ଷାର୍ଥୀମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୃତିକା– ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଛନ୍ତି ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାରମାନଙ୍କୁ ଭଲ ସୁଯୋଗ ମିଳିବ । ଜମିବାଡିକୁ ନେଇ ଦ୍ୱନ୍ଦ୍ୱ ଲାଗିପାରେ ।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :