• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2023: ଏହି ରାଶିର ବ୍ୟକ୍ତି ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୩ଶୀ ଦିବା ୦୨.୪୮ ଗତେ ୧୪ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Tuesday 29 Aug 2023

ଧନିଷ୍ଠା- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ ।

ଶତଭିଷା- ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞ୍ଚୟ ହେବ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।

ପୂ , ଭାଦ୍ରପଦ- କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ ।

ପ୍ରତିକାର- ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :