• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2023: ଏହି ରାଶିର ବ୍ୟକ୍ତି ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୩ଶୀ ଦିବା ୦୨.୪୮ ଗତେ ୧୪ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Tuesday 29 Aug 2023

ପୂ , ଭାଦ୍ରପଦ- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ । ଲୁଗା ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ

ଉ , ଭଦ୍ରପଦ - ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ବିଦ୍ୟାର୍ଥୀମାନେ ପଢାରେ ପେଛଇବେ ଓ ପରୀକ୍ଷାରେ ଖରାପ ଫଳ ପାଇ ପାରନ୍ତି । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।

ରେବତୀ– ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଅପେକ୍ଷା କରିଥିବା ଖବରଟି ନପାଇ ବ୍ୟସ୍ତ ହୋଇପଡିବେ । ମହିଳାମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :