• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2023: ଏହି ରାଶିର ବ୍ୟକ୍ତି ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୩ଶୀ ଦିବା ୦୨.୪୮ ଗତେ ୧୪ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Tuesday 29 Aug 2023

ମୃଗଶିରା- ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ ।

ଆଦ୍ରା- ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଅବହେଳା କରିବେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।

ପୁନର୍ବସୁ- ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭ୍ରାନ୍ତ କରିପାରନ୍ତି ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :