• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2023: ଏହି ରାଶିର ବ୍ୟକ୍ତି ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୩ଶୀ ଦିବା ୦୨.୪୮ ଗତେ ୧୪ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Tuesday 29 Aug 2023

ପୁନର୍ବସୁ- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଦୂର ଯାତ୍ରାରେ ଲକ୍ଷ ପୂରଣ କରିପାରନ୍ତି ।

ପୁଷ୍ୟା – ରାଜନୀତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରୀଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।

ଅଶ୍ଳେଷା - ନିଜର ଖର୍ଚ୍ଚ ଉପରେ ଆୟତ୍ତ ରଖନ୍ତୁ ନଚେତ୍ ଭବିଷ୍ୟତରେ ହଇରାଣ ହୋଇପାରନ୍ତି । ବ୍ୟବସାୟ ସଂସ୍ଥାନ ସାଫଲ୍ୟ ଦାୟକ ହେବ । ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ ।

ପ୍ରତିକାର – ମା’ ଭୁନନେଶ୍ୱରୀଙ୍କର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :