• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2023: ଏହି ରାଶିର ବ୍ୟକ୍ତି ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୩ଶୀ ଦିବା ୦୨.୪୮ ଗତେ ୧୪ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Tuesday 29 Aug 2023

ଉ , ଫାଲଗୁନୀ- ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ

ହସ୍ତା- ଶତ୍ରୁ ଭୟ ସଦାସର୍ବଦା ଦେଖାଦେବ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ ।

ଚିତ୍ରା ଜମିରେ ନିବେଶ ପାଇଁ ଶୁଭ ରହିବ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।

ପ୍ରତିକାର- ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :