• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2023: ଏହି ରାଶିର ବ୍ୟକ୍ତି ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୩ଶୀ ଦିବା ୦୨.୪୮ ଗତେ ୧୪ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Tuesday 29 Aug 2023

ବିଶାଖା- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ଅନିଚ୍ଛା ସତ୍ତ୍ୱେ ସ୍ଥାନାନ୍ତର ହୋଇପାରନ୍ତି । ପରିବାରରେ ସମସ୍ତଙ୍କୁ ସାହାଯ୍ୟ କରିବାରେ ସଫଳ ହେବେ ।

ଅନୁରାଧା – ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଫିସରେ ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି ହେବେ । ନିଜ ଲୋକ ମାନଙ୍କ ଖରାପ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି ।

ଜ୍ୟେଷ୍ଠା- ପଢାପଢିରେ ଆଗେଇ ଚାଲିବେ ଓ ଶାନ୍ତ ରହିବେ । ମହିଳାମାନେ ଜିନିଷ କିଣିବାକୁ ସହରକୁ ଯାଇପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଂଶସିତ ହେବେ ।

ପ୍ରତିକାର- ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :