• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୧.୧୯ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୪.୩୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୭ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Taurus

ବୃଷ

Thursday 29 Aug 2024

କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ ।  

ରୋହିଣୀ- ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ । ରାଜନୈତିକ ପରିସି୍ଥତି ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।

ମୃଗଶିରା- ବହୁ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ମହିଳା ମାନେ ଧୈର‌୍ୟ୍ୟ ଧରି କାମ କରିଲେ କାର‌୍ୟ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ ।
 
ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS