• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୧.୧୯ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୪.୩୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୭ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Pisces

ମୀନ

Thursday 29 Aug 2024

ପୂ,ଭାଦ୍ରପଦ- ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।

ଉ,ଭାଦ୍ରପଦ- ଶତ୍ରୁମାନେ ସମ୍ମୁଖରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ସମାଲୋଚନାତ୍ମକ କଥା କହିପାରନ୍ତି ।   ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ । ରାଜନିତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରି ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।

ରେବତୀ- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।

ପ୍ରତିକାର – ସୂର‌୍ୟ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS