ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୧.୧୯ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୪.୩୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୭ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।
ମୃଗଶିରା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ୟ୍ୟ ହାସଲ କରିନେବେ । ଦାମ୍ପତ୍ୟ ଜୀବନରେ ସମାନ୍ୟ ତିକ୍ତତା ଦେଖାଦେଇପାରେ ।
ଆଦ୍ରା- ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ମର୍ଯ୍ୟଦା ଲାଭ କରିବେ ।
ପୁନର୍ବସୁ- ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫