• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୧.୧୯ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୪.୩୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୭ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Cancer

କର୍କଟ

Thursday 29 Aug 2024

ପୁନର୍ବସୁ- ଆଗରୁ ଭୋଗୁଥିବା ସା୍ୱସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ ।  ପଡୋଶୀ ମାନେ ଅସହିଷ୍ଣୁତା ପ୍ରକାଶ କରିବେ । କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି ।

ପୁଷ୍ୟା- କାହାକୁ କୈାଣସି କଥା ବୁଝାଇବାରେ ଭୁଲ ହୋଇପାରେ । ସାମାଜିକ କାର‌୍ୟ୍ୟକୁ ଯିବା ପାଈଁ ଭଲ ଅବସର ମିଳିବେ । ରାଜନେତାଙ୍କର ସମାଜରେ ଆଦର ବଢିବ । ପଢାରେ ଗୁରୁଜନଙ୍କ ଆଶ୍ରିବାଦ ଲାଭ କରିବେ ।

ଅଶ୍ଲେଷା- ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ  ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS