• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୧.୧୯ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୪.୩୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୭ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Virgo

କନ୍ୟା

Thursday 29 Aug 2024

ଉ,ଫଳଗୁନି- ଦାମ୍ପତ୍ୟ ଜୀବନ ଖୁସି ଭରା ରହିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରି ଆପଣଙ୍କୁ ଉପହାର ଦେବେ । ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ ।

ହସ୍ତା- ଖାଦ୍ୟ , ପାନୀୟ ପ୍ରତି ସଚେତନ ରୁହନ୍ତୁ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରାଜନିତିରେ  ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମିଶାଇବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।

ଚିତ୍ରା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଆର୍ଥିକ ଲାଭ ସହ ସମ୍ପତି ବୃଦ୍ଧି ହେବ । ଜମିବାଡି ସମ୍ବନ୍ଧୀୟ ମତାନ୍ତର ସୃଷ୍ଟି ହେବ । ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ । ଆୟିନ୍ ଛାତ୍ରୀ ବଡ ଓକିଲଙ୍କ ସହିତ କାମ କରିବେ ।

ପ୍ରତିକାର - ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS