• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୧.୧୯ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୪.୩୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୭ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Libra

ତୁଳା

Thursday 29 Aug 2024

ଚିତ୍ରା- ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ପିଲାମାନଙ୍କୁ ନେଇ ଗର୍ବିତ ଅନୁଭବ କରିବେ । 

ସ୍ୱାତୀ- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।ପଡୋଶି ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି ।

ବିଶାଖା- ଆଇନର ଆଶ୍ରୟ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ ।ପୁଞି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS