• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୧.୧୯ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୪.୩୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୭ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Scorpio

ବିଛା

Thursday 29 Aug 2024

ବିଶାଖା- ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ ।  ଅଫିସ୍ରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ଔଷଧ ସମ୍ପନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ ।

ଅନୁରାଧା- ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ ।  ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ ।

ଜ୍ୟେଷ୍ଠା- ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି ।

ପ୍ରତିକାର – ବିଦ୍ଧି ପୂର୍ବକ ଶିବ ପୂଜା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS