• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୧.୧୯ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୪.୩୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୭ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Sagittarius

ଧନୁ

Thursday 29 Aug 2024

ମୂଳା-  ପ୍ରେମିକା , ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ଅଫିସ୍ରେ ଆପଣଙ୍କର କାମରେ ଖୁସି ହୋଇ ସହକର୍ମୀ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ ।

ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି  ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।

ଉ,  ଷାଢା-  ଜମି କିଣିବା ଲାଗି ସୁନ୍ଦର ସୁଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS