Daily Horoscope 29th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୧.୧୯ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୪.୩୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୭ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Aries

ମେଷ

Thursday 29 Aug 2024

ଅଶ୍ୱନୀ- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।

କୃତିକା- ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ ।

ଦ୍ୱିଜା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ ।  ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡ  ଯନ୍ତ୍ରର ଶିକାର ହୋଇ ପାରନ୍ତି ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ । 
 
ଶୁଭ ରଙ୍ଗ :ଲାଲ୍

VASTU TIPS