Advertisment

Daily Horoscope 29th August 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

author-image
Manasranjan Mohanty
Daily Horoscope 29th August 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ
ଅଶ୍ୱନୀ- ଆପଣଙ୍କ ମନରେ ଏଭଳି ବିଚାର ଆସିବ ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।