• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2022: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୭ମୀ ସନ୍ଧ୍ୟା ୦୭.୧୭ ଗତେ ୮ମୀ,ଘାତ ଚନ୍ଦ୍ର- ଧନୁ(ଅହୋରାତ୍ର),ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୧୧.୪୫ ଗତେ ୧ପାଦ

Taurus

ବୃଷ

Thursday 29 Dec 2022

କୃତିକା - ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର‌୍ୟ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂରେହବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ରୋହିଣୀ – ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

ମୃଗଶିରା – ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନିତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ ।ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର‌୍ୟ୍ୟ ହେବେ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :