• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2022: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୭ମୀ ସନ୍ଧ୍ୟା ୦୭.୧୭ ଗତେ ୮ମୀ,ଘାତ ଚନ୍ଦ୍ର- ଧନୁ(ଅହୋରାତ୍ର),ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୧୧.୪୫ ଗତେ ୧ପାଦ

Aquarius

କୁମ୍ଭ

Thursday 29 Dec 2022

ଧନିଷ୍ଠା – ସ୍ୱାସ୍ଥ୍ୟ ସମ୍ବନ୍ଧିତ କିଛି ସମସ୍ୟା ମଧ୍ୟ ଦେଖା ଦେଇପାରେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ । ରଚନାତ୍ମକ କାର‌୍ୟ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ

ଶତଭିଷା – ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଛାତ୍ରଛାତ୍ରୀ ମାନେ ବିଦେଶଯାତ୍ରା କରି ପାରିବେ । ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ସମାସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ଚାକିରୀ କ୍ଷେତ୍ରରେ ଶତୃବୃଦ୍ଧି ଦେଖା ଦେଇପାରେ

ପୂ , ଭାଦ୍ରପଦ – ମାଲିମକନ୍ଦମା ରେ ସଫଳତା ପ୍ରାପ୍ତି ହେବ । ମହିଳା ମାନେ ପିଲାଙ୍କ ଶିକ୍ଷାକୁ ନେଇ ଚିନ୍ତିତ ରହିବେ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । ପରିଶ୍ରମର ସନ୍ତୋଷ ଜନକ ଫଳ ମିଳିବ । ଅଫିସ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ଆପଣଙ୍କ ଧ୍ୟାନ ଧର୍ମ କାର‌୍ୟ୍ୟରେ ଲାଗି ରହିବ

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :