• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2022: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୭ମୀ ସନ୍ଧ୍ୟା ୦୭.୧୭ ଗତେ ୮ମୀ,ଘାତ ଚନ୍ଦ୍ର- ଧନୁ(ଅହୋରାତ୍ର),ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୧୧.୪୫ ଗତେ ୧ପାଦ

Pisces

ମୀନ

Thursday 29 Dec 2022

ପୂ , ଭାଦ୍ରପଦ - ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ଲାଗି ରହିଥିବା ସବୁ କଷ୍ଟ ନିବାରଣ ହେବ । ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ

ଉ , ଭଦ୍ରପଦ - ଉଚ୍ଚଧିକାରୀ ଓ ବରିଷ୍ଟ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ ପ୍ରଂଶସା ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର‌୍ୟ୍ୟ ହେବେ । ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ । ଅଫିସ୍ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ

ରେବତୀ – ପୈତୃକ ସମ୍ପତି ନେଇ ପାରିବାରକ ଦ୍ୱନ୍ଦ ମେଣ୍ଟିଯିବ । ମହିଳା ମାନେ ସବୁକାର‌୍ୟ୍ୟରେ ଅବେହେଳା କରିବେ । ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ନାକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ

ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :