• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2022: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୭ମୀ ସନ୍ଧ୍ୟା ୦୭.୧୭ ଗତେ ୮ମୀ,ଘାତ ଚନ୍ଦ୍ର- ଧନୁ(ଅହୋରାତ୍ର),ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୧୧.୪୫ ଗତେ ୧ପାଦ

Gemini

ମିଥୁନ

Thursday 29 Dec 2022

ମୃଗଶିରା - ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶକ୍ଷଙ୍କର ସମ୍ମାନିତ ହେବେ । ଆର୍ଥିକ ସି୍ଥତି ସ୍ୱଚ୍ଛଳ ରହିବ । ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ ।

ଆଦ୍ରା - କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ ।

ପୁନର୍ବସୁ - ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହି । ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ଅଚାନକ କୈାଣସି ନିର୍ଣ୍ଣୟ ନିଅନ୍ନୁ ନାହିଁ । ପରିବାରରେ ହସଖୁସିର ବାତାବରଣ ଜାରି ରହିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :