• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2022: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୭ମୀ ସନ୍ଧ୍ୟା ୦୭.୧୭ ଗତେ ୮ମୀ,ଘାତ ଚନ୍ଦ୍ର- ଧନୁ(ଅହୋରାତ୍ର),ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୧୧.୪୫ ଗତେ ୧ପାଦ

Cancer

କର୍କଟ

Thursday 29 Dec 2022

ପୁନର୍ବସୁ – ଦୁଶ୍ଚିନ୍ତା ଦୂର ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ ।

ପୁଷ୍ୟା – କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଉନ୍ନତ ଜ୍ଞାନ କୈାଶଳରେ କାର‌୍ୟ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।

ଅଶ୍ଳେଷା - ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ । ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଅଫିସରେ କାହାରି ପ୍ରତି ଆକର୍ଷିତ ଅନୁଭବ କରିବେ । ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଖର୍ଚ୍ଚ କରିବେ । ଅନେକ ସମସ୍ୟାର ସମାଧାନ ହୋଇଯିବ

ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :