• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2022: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୭ମୀ ସନ୍ଧ୍ୟା ୦୭.୧୭ ଗତେ ୮ମୀ,ଘାତ ଚନ୍ଦ୍ର- ଧନୁ(ଅହୋରାତ୍ର),ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୧୧.୪୫ ଗତେ ୧ପାଦ

Leo

ସିଂହ

Thursday 29 Dec 2022

ମଘା – ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ପ୍ରେମିଯୁଗଳ ଏକାନ୍ତରେ ସମୟ କାଟିବେ ।

ପୂ , ଫାଲଗୁନୀ - ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ନୂଆ ବ୍ୟବସାୟରେ ପୁଞି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ ।

ଉ ,ଫାଲଗୁନୀ – ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :