• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2022: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୭ମୀ ସନ୍ଧ୍ୟା ୦୭.୧୭ ଗତେ ୮ମୀ,ଘାତ ଚନ୍ଦ୍ର- ଧନୁ(ଅହୋରାତ୍ର),ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୧୧.୪୫ ଗତେ ୧ପାଦ

Sagittarius

ଧନୁ

Thursday 29 Dec 2022

ମୂଳା – ମାନସିକ ଶାନ୍ତି ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ ।

ପୂ , ଷାଢା – ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।

ଉ , ଷାଢା – ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରି ଭଲ ହେବ । ମହିଳା ମାନେ ଚାକିରିର ସୁଯୋଗ ପାଇବେ । ମାଲିମକନ୍ଦମାର ଶୁଣାଣୀ ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :