• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2022: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୭ମୀ ସନ୍ଧ୍ୟା ୦୭.୧୭ ଗତେ ୮ମୀ,ଘାତ ଚନ୍ଦ୍ର- ଧନୁ(ଅହୋରାତ୍ର),ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୧୧.୪୫ ଗତେ ୧ପାଦ

Capricorn

ମକର

Thursday 29 Dec 2022

ଉ , ଷାଢା – ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର‌୍ୟ୍ୟକାରୀ କରନ୍ତୁ ନାହିଁ । ପରିବାର ଭିତରେ କୈାଣସି କଥାକୁ ନେଇ ମତାନ୍ତର ସୃଷ୍ଟି ହୋଇପାରେ । ଅତ୍ୟଧିକ ଜିଦ୍ ଯୋଗୁଁ କୈାଣସି କାର‌୍ୟ୍ୟରେ ଅସଫଳତା ପାଇ ପାରନ୍ତି

ଶ୍ରବଣା – ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞ୍ଛିତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ

ଧନିଷ୍ଠା – ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷାକରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ବ୍ୟପାର ବୃର୍ତିରେ ପ୍ରଗତି ହେବ । ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଅଫିସରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ

ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :