Daily Horoscope 29th Dec 2022: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୭ମୀ ସନ୍ଧ୍ୟା ୦୭.୧୭ ଗତେ ୮ମୀ,ଘାତ ଚନ୍ଦ୍ର- ଧନୁ(ଅହୋରାତ୍ର),ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୧୧.୪୫ ଗତେ ୧ପାଦ

Aries

ମେଷ

Thursday 29 Dec 2022

ଅଶ୍ୱନୀ – ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ ।ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ ।

ଦ୍ୱିଜା – ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସି୍ଥରତା ଦେଖାଦେବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।

କୃତିକା – ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ କିଛି ନୂଆ କାର‌୍ୟ୍ୟ କରିବେ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :