• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଭଳ ଯୋଗ, ପଡ଼ିଛି ମାଆ ଲକ୍ଷ୍ମୀଙ୍କ କୃପା ଦୃଷ୍ଟି

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ୨ୟା ଦିବା ୦୮.୦୦ ଗତେ ୩ୟା ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ-୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୮.୦୦ ପର୍ଯ୍ୟନ୍ତ ।

Gemini

ମିଥୁନ

Friday 29 Dec 2023

ମୃଗଶିରା- କର୍ମ କ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । 

ଆଦ୍ରା- ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବା ସହ ପ୍ରତିଯୋଗୀତା ପରୀକ୍ଷାରେ ଯଶର ସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ରାଜନୈତିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସହ ଆଲୋଚନା କଲେ ସୁଫଳ ପାଇବେ । 

ପୁନର୍ବସୁ- ଜାଗା,ଜମି, ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    

ପ୍ରତିକାର- ଶ୍ରୀ ରାମଙ୍କର ରକ୍ଷା ସ୍ତୋତ୍ର ପାଠ କରନ୍ତୁ