Daily Horoscope 29th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଭଳ ଯୋଗ, ପଡ଼ିଛି ମାଆ ଲକ୍ଷ୍ମୀଙ୍କ କୃପା ଦୃଷ୍ଟି
/odishatv-khabar/media/media_files/uploadimage/library/16_9/16_9_0/Horoscope_1703308676-834403.jpg)
ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ୨ୟା ଦିବା ୦୮.୦୦ ଗତେ ୩ୟା
ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ-୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୮.୦୦ ପର୍ଯ୍ୟନ୍ତ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
