• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଭଳ ଯୋଗ, ପଡ଼ିଛି ମାଆ ଲକ୍ଷ୍ମୀଙ୍କ କୃପା ଦୃଷ୍ଟି

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ୨ୟା ଦିବା ୦୮.୦୦ ଗତେ ୩ୟା ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ-୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୮.୦୦ ପର୍ଯ୍ୟନ୍ତ ।

Capricorn

ମକର

Friday 29 Dec 2023

ଉ,ଷାଢା- ପରିବାର ଲୋକ ଆପଣଙ୍କ ସକରାତ୍ମକ ଭାବନାଠୁ ପ୍ରଭାବିତ ହେବେ ଓ ପ୍ରଶଂସା କରିବେ ।  ଆପଣ ଆପଣଙ୍କ ପ୍ରେମୀଙ୍କୁ ଦେଇଥିବା କୌଣସି ବଚନ ରଖିପାରିବେନି ଯେଉଁଥିପାଇଁ ସେ ନାରାଜ ହୋଇ ପାରନ୍ତି ।     

ଶ୍ରବଣା- ବ୍ୟବସାୟରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକି ଟଙ୍କା ମିଳିଯିବ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ହଠାତ୍ କାହାର ଡାକରା ପାଇ ଦୂର ଯାତ୍ରା କରିବାକୁ ବାଧ୍ୟ ହେବେ । 

ଧନିଷ୍ଠା- ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮    

ପ୍ରତିକାର- ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ