• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Feb 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି-୫ ମୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Aries

ମେଷ

Thursday 29 Feb 2024

ଅଶ୍ୱନୀ - କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ ।

ଦ୍ୱିଜା - ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ । ଲୋକେ ଆପଣଙ୍କ ବ୍ୟକ୍ତିତ୍ୱରୁ ପ୍ରେରଣା ନେବେ ।

କୃତିକା - ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।  

ପ୍ରତିକାର -  ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :