• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Feb 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି-୫ ମୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Thursday 29 Feb 2024

କୃତିକା - ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ । ପରିବାରରେ କୌଣସି ବ୍ୟକ୍ତିଙ୍କର ନୂତନ କର୍ମ ନିଯୁକ୍ତିର ସୁଯୋଗ ଆସିପାରେ ।

ରୋହିଣୀ - ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ ।   

ମୃଗଶିରା - ନିଜର ବ୍ୟବହାର ସଂଯମତା ରଖନ୍ତୁ ନଚେତ୍ ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି । 

ପ୍ରତିକାର – ଶୁକ୍ରଙ୍କର  ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :