• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Feb 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି-୫ ମୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Thursday 29 Feb 2024

ଧନିଷ୍ଠା - ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ ସାହାଯ୍ୟ କରିବ । କବିଙ୍କର କୌଣସି କବିତାରେ ପ୍ରଂଶସା ହୋଇପାରେ ।
ଶତଭିଷା - କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।
ପୂ,ଭାଦ୍ରପଦ - ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାଯ୍ୟକୁ ହାତକୁ ନେବେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ ।
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :