• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Feb 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି-୫ ମୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Thursday 29 Feb 2024

ପୂ,ଭାଦ୍ରପଦ - ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । 
ଉ,ଭାଦ୍ରପଦ - ଅନଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । 
ରେବତୀ - ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସୋମାନେ ଏଥିରେ ସଫଳ ହେବେ । ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ ।  
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :