• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Feb 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି-୫ ମୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Thursday 29 Feb 2024

ମୃଗଶିରା - ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।

ଆଦ୍ରା - ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । 

ପୁନର୍ବସୁ - ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :