• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Feb 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି-୫ ମୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Thursday 29 Feb 2024

ପୁନର୍ବସୁ - ଦାମ୍ପତ୍ୟ ଜୀବନ ସାମଞ୍ଜସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ ।  
ପୁଷ୍ୟା - ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ ।
ଅଶ୍ଲେଷା - କଳା, ସାହିତ୍ୟ, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । 
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :