• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Feb 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି-୫ ମୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Thursday 29 Feb 2024

ମଘା - ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ ।

ପୂ,ଫାଲଗୁନି - ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପବଦୀ ମିଳିବା ସହ ନୂଆ ସମ୍ପର୍କ ସୃଷ୍ଟି ହୋଇ ଜନ ସମାଜରେ ମାନ, ସମ୍ମାନ ବୃଦ୍ଧି ହେବ ଯୋଗେ ଆନନ୍ଦିତ ହେବେ ।

ଉ,ଫାଲଗୁନି - ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :