• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Feb 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି-୫ ମୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Thursday 29 Feb 2024

ଉ,ଫଳଗୁନି - କୌଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ ।
ହସ୍ତା - ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ ।  ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ଚିତ୍ରା - ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । 
ପ୍ରତିକାର -  ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :