• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Feb 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି-୫ ମୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Thursday 29 Feb 2024

ବିଶାଖା - ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ ।
ଅନୁରାଧା - ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଜ୍ୟେଷ୍ଠା - ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । 
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :